Warning: include(/home/abhihmww/public_html/wp-content/plugins/wordpress-seo/vendor/composer/../../src/integrations/admin/background-indexing-integration.php): failed to open stream: No such file or directory in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576

Warning: include(): Failed opening '/home/abhihmww/public_html/wp-content/plugins/wordpress-seo/vendor/composer/../../src/integrations/admin/background-indexing-integration.php' for inclusion (include_path='.:/opt/alt/php74/usr/share/pear') in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576

Warning: include(/home/abhihmww/public_html/wp-content/plugins/wordpress-seo/vendor/composer/../../src/helpers/schema/id-helper.php): failed to open stream: No such file or directory in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576

Warning: include(): Failed opening '/home/abhihmww/public_html/wp-content/plugins/wordpress-seo/vendor/composer/../../src/helpers/schema/id-helper.php' for inclusion (include_path='.:/opt/alt/php74/usr/share/pear') in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576

Warning: include(/home/abhihmww/public_html/wp-content/plugins/wordpress-seo/vendor/composer/../../src/user-meta/framework/custom-meta/content-analysis-disable.php): failed to open stream: No such file or directory in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576

Warning: include(): Failed opening '/home/abhihmww/public_html/wp-content/plugins/wordpress-seo/vendor/composer/../../src/user-meta/framework/custom-meta/content-analysis-disable.php' for inclusion (include_path='.:/opt/alt/php74/usr/share/pear') in /home/abhihmww/public_html/wp-content/plugins/code-snippets/vendor/composer/ClassLoader.php on line 576
ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କଲେ ୫-ଟି ସଚିବ – Abhigam TV

ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର: ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି।

ଗଜପତି ଗସ୍ତର ଦ୍ବିତୀୟ ଦିନରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବୁଧବାର ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ। ଏହା ପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପାଣ୍ଡିଆନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।

ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ ପାଣ୍ଡିଆନ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ । ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ ।

ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ପାଣ୍ଡିଆନ୍ ସୂଚନା ଦେଇଥିଲେ ।

ଗଜପତି ଜିଲ୍ଲା କଳା ଓ ସଂସ୍କୃତିର ଭୂମି । ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି 5T ସଚିବ ପ୍ରକାଶ କରିଥିଲେ । ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ରାମ ସାଗରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ୧୫ ଦିନ ଭିତରେ ଡିପିଆର୍ପ୍ର ସ୍ତୁତ କରିବା ପାଇଁ ପାଣ୍ଡିଆନ୍ପ ରାମର୍ଶ ଦେଇଥିଲେ । ସେହିପରି ଗୋସାଣୀ ନୂଆଗାଁ ବ୍ଲକର କୃଷ୍ଣ ସାଗରର ପୁନରୁଦ୍ଧାର ୧୫ କୋଟି ଟଙ୍କାରେ କରାଯିବ । ଏହା ଦ୍ୱାରା ୨ ହଜାର ହେକ୍ଟର ଜମି ଜଳ ସେଚିତ ହେବ ।

Related Articles

Back to top button