ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

Related Articles

Back to top button