ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ସ୍ୱଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ୱର। ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ଭୁବନେଶ୍ୱର ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି। ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି। ଆସନ୍ତୁ ଏହି ଧାରାକୁ ଅତୁଟ ରଖିବା, ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।

 

Related Articles

Back to top button