ରାଜ୍ୟ ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ ଆୟୋଗ

ସାଧାରଣ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏଭଳି ସ୍ଥିତିରେ ଆସିଛି ଏକ ବଡ଼ ଖବର । ରାଜ୍ୟ ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ ଆୟୋଗ । ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ପତ୍ନୀ ଶ୍ରୀମତୀ ପାଣ୍ଡିଆନଙ୍କୁ ତୁରନ୍ତ ଅନ୍ୟ ଏକ ବିଭାଗକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଶ୍ରୀମତୀ ପାଣ୍ଡିଆନଙ୍କୁ ମିଶନ ଶକ୍ତି ସଚିବ ପଦରୁ ମୁକ୍ତ କରିବାକୁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଦାବି କରାଯାଇଥିଲା ।

Related Articles

Back to top button