ସମ୍ନାକୁ ଆସିଲା ମହିଳା ସମ୍ବାଦିକା ମଧୁମିତାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମହିଳା ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲାରେ ଆସିଲା ବ୍ୟବଚ୍ଛେଦ ରିପୋର୍ଟ । ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ରହିଥିଲା । ଟ୍ରେନ୍ ଆଗକୁ ଡେଇଁବା ପରେ କିଛି ବାଟ ଘୋଷାଡ଼ି ହେବା ପରେ କିଛି ସମୟ ପାଇଁ ବଞ୍ଚିଥିଲେ ମଧୁମିତା । ଏକାଧିକ କ୍ଷତ ପାଇଁ ମୃତ୍ୟୁ ହୋଇଥିବା ରିପୋର୍ଟରେ ସ୍ପଷ୍ଟ ଉଲ୍ଲେଖ ରହିଛି । ତେବେ ମଧୁମିତାଙ୍କ ମୃତ୍ୟୁ ମାମଲାରେ ଧଉଳି ଥାନା ପୋଲିସ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରିଛି । ସ୍ୱାମୀଙ୍କର ପରକୀୟା ସଂପର୍କରୁ ମଧୁମିତା ଜୀବନ ହାରିଥିବା ଅଭିଯୋଗ ହୋଇଛି ।

Related Articles

Back to top button