
ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍
ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା ।