ସୁରକ୍ଷା ବାହୀନିଙ୍କୁ ମିଳିଲା ବଡ଼ ସଫଳତା: ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ।

ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ। ଛତିଶଗଡ ନାରାୟଣପୁର ଆବୁଜମାଡ ଜଙ୍ଗଲରେ ଏନକାଉଣ୍ଟର ହୋଇଛି। ତେବେ ଡିଆରଜି ଏବଂ ଏସଟିଏଫର ମିଳିତ କମ୍ବିଂ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଗୁଳି ବିନିମୟରେ ୭ ନକ୍ସଲ ନିପାତ ହୋଇଛନ୍ତି। ୭ ମୃତ ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ମହିଳା ମାଓବାଦୀ ଥିବା ଜଣାପଡିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ସର୍ଚ୍ଚ ଅପରେସନ ବେଳେ ଏକେ-୪୭ ଏବଂ ବହୁ ବିସ୍ଫୋରକ ଜବତ ହୋଇଛି।

Related Articles

Back to top button