ଅକ୍ଟୋବର ୨୫କୁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର: ଦୀପାବଳିର ପରଦିନ ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଏହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟାନ୍ୟ ସଂସ୍ଥା ବନ୍ଦ ରହିବ।

Related Articles

Back to top button