ଚନ୍ଦ୍ର ଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ନୀତିକାନ୍ତିରେ ପରିବର୍ତ୍ତନ

ପୁରୀ: କାର୍ତ୍ତିକ ପୂର୍ଣ୍ଣିମାରେ ରାହୁ ଗ୍ରସ୍ତୋଦୟ ଖଣ୍ଡଗ୍ରାସ ଚନ୍ଦ୍ର ଗ୍ରହଣ ପଡୁଛି। ଏଥିପାଇଁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଗ୍ରହଣ ନୀତିକୁ ଦୃଷ୍ଟିରେ ରଖି ଆଜି ରାତ୍ର ପହୁଡ଼ ଠାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

Related Articles

Back to top button