
ଖୋଲିଲା ମାର୍କେଟ୍ ବିଲ୍ଡିଂ
ଖୋଲିଲା ୟୁନିଟ-୨ ମାର୍କେଟ ବିଲ୍ଡିଂ କିନ୍ତୁ ଖୋଲିଲାନି ଶୋ’ ରୁମ୍ । ମାର୍କେଟ ବିଲ୍ଡିଂର କେବଳ ରିଟେଲ୍ ଦୋକାନ ଗୁଡ଼ିକ ଖୋଲିଲା ମାତ୍ର ମାର୍କେଟ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ଶୋ’ ରୁମ୍ ଗୁଡ଼ିକ ଖୋଲିନି । ଏପର୍ଯ୍ୟନ୍ତ ବିଏମ୍ସି ପକ୍ଷରୁ କୌଣସି ଲିଖିତ ପ୍ରତିଶ୍ରୁତି ମିଳି ନଥିବା ସୂଚନା । ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ- ବିଏମ୍ସି ଆଲୋଚନା ଜାରି ରହିଛି ତେବେ କ’ଣ ପାଇଁ ଶୋ’ ରୁମ୍ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରି ନାହିଁ ।