୧ ଲକ୍ଷ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଡ଼ିଓ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଗୁଡଭେଲା ବ୍ଲକ ବିଡ଼ିଓ । ଲାଞ୍ଚନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଛି । ୧ ଲକ୍ଷ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ବିଭାଗ ଧରିଥିବା ଜଣାପଡ଼ିଛି l ଗୁଡଭେଲା ବ୍ଲକ କାର୍ଯ୍ୟଳୟ ସହ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଚଢ଼ାଉ ଚାଲିଥିବା  ସୂଚନା ମିଳିଛି ।

Related Articles

Back to top button