ଭାରତର ଐତିହାସିକ ବିଜୟ , ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ଏସିଆ କପ ସୁପର ଫୋରରେ ପାକିସ୍ତାନ ବିପକ୍ଷରେ ଭାରତର ଐତିହାସିକ ବିଜୟ । ପାକିସ୍ତାନକୁ ୨୨୮ ରନରେ ହରାଇ ବିଶାଳ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲି ଓ କେଏଲ୍ ରାହୁଲଙ୍କ ଅପରାଜିତ ଶତକୀୟ ପାଳି ପରେ କୁଲଦୀପ ଯାଦବଙ୍କ ଯାଦୁକରୀ ବୋଲିଂ ବଳରେ ଭାରତ ଏସିଆ କପ୍ର ସୁପର-୪ ମ୍ୟାଚ୍ରେ ପାକିସ୍ତାନକୁ ୨୨୮ ରନ୍ରେ ହରାଇ ଦେଇଛି । ତେବେ ଭାରତର ଏହି ବିଜୟ ପରେ ନିଜର ସୁନ୍ଦର ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

Related Articles

Back to top button