ରାଜ୍ୟରେ ଏକ କୋଟିରୁ ଅଧିକ ଲୋକ ଦାରିଦ୍ର୍ୟ କବଳରୁ ମୁକ୍ତ ହୋଇଛନ୍ତି

ରାଜ୍ୟରେ ଏକ କୋଟିରୁ ଅଧିକ ଲୋକ ଦାରିଦ୍ର୍ୟ କବଳରୁ ମୁକ୍ତ ହୋଇଛନ୍ତି । ନୀତି ଆୟୋଗର ସଦ୍ୟତମ ରିପୋର୍ଟରେ ଏହା ପ୍ରକାଶ ପାଇଛି । ଦେଶରେ ଦାରିଦ୍ର୍ୟ ହାର ହ୍ରାସ ୧୧.୨୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ଏହା ୧୧.୦୭ ପ୍ରତିଶତ ରହିଛି ।ସ୍ବାସ୍ଥ୍ୟ, ଶିକ୍ଷା, ଜୀବନ ଧାରଣର ମାନଦଣ୍ଡକୁ ଆଧାର କରି ରିପୋର୍ଟ ପ୍ରକାଶ ପାଇଛି । ଓଡ଼ିଶାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ ଜନକଲ୍ୟାଣକାରୀ ଯୋଜନା ଓ ବ୍ୟାପକ ନିଯୁକ୍ତି ଯୋଗୁ ଉଲ୍ଲେଖନୀୟ ଭାବେ ଦାରିଦ୍ର୍ୟ ହାର ହ୍ରାସ ଘଟିଛି । ରାଜ୍ୟର ଉଲ୍ଲେଖନୀୟ ସଫଳତା ଦେଶ ପାଇଁ ରୋଲ୍ ମଡେଲ ସାଜିଛି ।

Related Articles

Back to top button