
ଆଜି ଅପରାହ୍ନରେ ୪ଘଣ୍ଟା ବନ୍ଦ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ବୁଧବାର ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ଘ. ୫.୦୦ ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।